ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କେନ୍ଦ୍ରାପଡ଼ାରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି

Aug 5, 2026 - 07:16
 3
ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ  କେନ୍ଦ୍ରାପଡ଼ାରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି

ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି କେନ୍ଦ୍ରାପଡ଼ାରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ଏବଂ ବନ୍ୟା ପ୍ରପୀଡ଼ିତ ଲୋକଙ୍କ ସହ ସିଧାସଳଖ କଥା ହୋଇ ସେମାନଙ୍କ ସମସ୍ୟା ବିଷୟରେ ଅବଗତ ହୋଇଛନ୍ତି। ଖୁବ ଶୀଘ୍ର କ୍ଷୟକ୍ଷତି ଆକଳନ କରାଯାଇ ସହାୟତା ପ୍ରଦାନ ନେଇ ଅଞ୍ଚଳବାସୀଙ୍କୁ ଆଶ୍ୱାସନା ପ୍ରଦାନ କରିଛନ୍ତି।

*

*

*