ମିଲରମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା

Feb 10, 2026 - 20:26
 9
ମିଲରମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା

ମିଲରମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା

ସମସ୍ୟାର ସ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୟାକୁ ତ୍ବ ତ୍ବରାନ୍ବିତ କରାଯିବା ନେଇ ମିଲରମାନେ ସମ୍ମୁଖୀନ ସମ୍ମୁଖୀନ ହେଉଥ‌ିବା ବିଭିନ୍ନ ସମାଧାନ ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ଏକ ବୈଠକରେ ନିଳ ଓଡ଼ିଶା ରାଇସ୍ ମିଲର୍ସ ସଂ ସଂଘର କର୍ମକର୍ତ୍ତାମାନଙ୍କ ସହିତ ଆଲୋଚନା କରିଛନ୍ତି । ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ପୂର୍ବ, ଖାଦ୍ୟ ଯୋଗାଣ 161 ও ଖାଉଟି କଲ୍ୟାଣ ନଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ខ. ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ଦର୍ଶନ ଚକ୍ରବର୍ତ୍ତୀଙ୍କ ଉପସ୍ଥିତିରେ ନିଖୂଳ ଓଡ଼ିଶା ରାଇସ୍ ମିଲର୍ସ ସଂଘର ସଭାପତି, ସଂପାଦକ ଓ ଅନ୍ୟ କର୍ମକର୍ତ୍ତାମାନେ ଯୋଗଦେଇ ଆଲୋଚନ ଚନା କରିଥିଲେ । ରାଜ୍ୟରେ ସ ସରକାରୀ ବ୍ୟବସ୍ଥାରେ ଧାନ ସଂଗ୍ରହ, ଗ୍ରହ, ଧାନରୁ ଚାଉଳ ପ୍ରସ୍ତୁତି ପରେ ସରକାରଙ୍କୁ ଚୁକ୍ତିଭିଭିକ ଚାଉଳ ଯୋଗାଣ ସରକାରଙ୍କ ଠାରୁ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଚାଉଳ ସଂଗ୍ରହ କରିବା ଆଦି ସବିଶେଷ ପ୍ରକ୍ରିୟାରେ ସମ୍ମୁଖୀନ ହେଉଥ‌ିବା ସମସ୍ୟା ଓ ସେସବୁର ସମାଧାନ ଦିଗରେ ସଂଘର କର୍ମକର୍ତ୍ତାମାନେ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ

ଖରିଫ୍ ମାର୍କେଟିଂ ଋତୁ ୨୦୨୪-୨୫ ରେ ସଂଗୃହିତ ଧାନ ଅନୁସାରେ ସେସବୁର କଷ୍ଟମ ମିଲିଂ ଓ ଚାଉଳ ଯୋଗାଣ ସଂପର୍କରେ ଆଲୋଚନା ହୋଇଥିଲା ଲା । ୨୦୨୫-୨୬ ମାର୍କେଟିଂ ଋତୁ ଆରମ୍ଭ ହୋଇସାରିଥିଲେ ମଧ୍ୟ ୨୦୨୪-୨୫ ମାର୍କେଟିଂ ଋତୁର ଚିକ୍ତିଭିତ୍ତି ଭିଭିକ ମିଲିଂ ଚାଉଳ ପ୍ରାୟ ଦଶ ପ୍ରତିଶତ ବାକି ରହିଛି ଓ ଏହାର ଯୋଗାଣ ଜାରି ରହିଛି । ସଂଗୃହିତ ନୂଆ ଧାନ ସଂଗ୍ରହ, ଦୀର୍ଘ । ସମୟ ଧରି ମିଲରେ କଷ୍ଟମ ମିଲ୍ଡ ଚାଉଳ ଓ ନୂଆ ଧାନ ରଖିବା ପାଇଁ ସ୍ଥାନ ଓ ଧାନ ସଂରକ୍ଷଣ ଜନିତ ସମସ୍ୟା ରହୁଛି ରହୁ । ରାଜ୍ୟ ଖାଦ୍ୟ ଯୋଗାଣ ନିଗମ ସହାୟତାରେ ମିଲର୍ସମାନଙ୍କ ଦ୍ବାରା ନିଜ ନିଜ ପରିସରରେ ଧାନ ସଂଗ୍ରହ ପାଇଁ ଅତିରିକ୍ତ ସୁବିଧା ସୁବି କରାଯାଇଥିଲେ ହେଁ, ଧାର୍ଯ୍ୟ ମାସରୁ ଅଧୂକ ସମୟ ଧରି ସେସବୁକୁ ରଖିବାକୁ ରୱ ପଡ଼ୁଥ‌ିବାରୁ ଏଥିପାଇଁ ଅଧିକ ଭଡ଼ା ଓ ରକ୍ଷ ଲକ୍ଷଣାବେକ୍ଷଣ ଖର୍ଜ ସମସ୍ଯା ରହୁଥ‌ିବାରୁ ସେ ସଂପର୍କରେ ମିଲର୍ସ ଆସୋସିଏସନ ତରଫରୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା ପାଇଥିଲା । ଆହୁରି ମଧ୍ୟ ମିଲ ଲରମାନେ ଧାନ ସଂଗ୍ରହ ଓ ଚାଉଳ ପରିବହନ ବାବଦକୁ ପାଉଥିବା ଆର୍ଥିକ ସହାୟତା ଖର୍ଚ୍ଚରେ ବୃଦ୍ଧି କରିବା ନେଇ ଅନୁରୋଧ କରି ଥିଲେ । ଦୀର୍ଘ ଦିନ ଧରି ଧାନ ଓ ଚାଉଳ ସଂରକ୍ଷଣ ରଖୁବାର ଆବଶ୍ୟକ‌ତା କତାକୁ ଦୃଷ୍ଟିରେ ରଖ୍ ରାଜ୍ୟରେ ମୁଖ୍ୟମନ୍ତ୍ରୀ କୃଷି ଓ ଉଦ୍ୟୋଗ ଯୋଜନାରେ ବଡ଼ ବଡ଼ ବଡ଼ ଧାନ ସଂରକ୍ଷଣ କେନ୍ଦ୍ର ବ୍ୟବସ୍ଥା କରିବା ପାଇଁ ସଂଘ ତ । ତରଫରୁ ପ୍ରସ୍ତାବ ଦିଆଯାଇଛି ।

ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ନିର୍ମୂଳ ଓଡ଼ିଶା ରାଇସ୍ ମିଲର୍ସ ସଂଘ ଠାରୁ ମିଲରମାନଙ୍କ ସମସ୍ଯା ସଂପର୍କ ପର୍କରେ ଶୁଣିଥିଲେ । ସବୁ ସମସ୍ୟାଗୁଡ଼ିକୁ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରାଯାଇ କ ସେସବୁର ସମାଧାନ ପାଇଁ ପଦକ୍ଷେପ ନେବାକୁ ସେ ପ୍ରତିଶୃତି ଦେଇଛନ୍ତି । ଅନ୍ୟ ପକ୍ଷରେ ମିଲର୍ସ ଆସୋସିଏସନ୍ ପକ୍ଷରୁ କୁହା ନୁହାଯାଇଛି ଯେ, ଧାନ ସଂଗ୍ରହ, ଚୁକ୍ତିଭିଭିକ କଷ୍ଟମ ମିଲ୍ଡ ଚାଉଳ ପ୍ରଦାନ କରିବା ଏକ ନିରନ୍ତର ପ୍ରକ୍ରିୟା । ଏଥିରେ ମିଲର୍ସମାନଙ୍କର ସହଯୋଗ ରହିଛି କିନ୍ତୁ ସାମଗ୍ରିକ ପ୍ରକ୍ରିୟାରେ ମିଲର୍ସମାନେ ଦୀର୍ଘ ଦିନରୁ ସମ୍ମୁଖୀନ ହେଉଥ‌ିବା ବିଭିନ୍ନ ସମସ୍ୟାର ସମାଧାନ କରିବା । ବାକୁ ରାଜ୍ୟ ସରକାର ଦୃଷ୍ଟି ଦେବାକୁ ସେମାନେ ଅନୁରୋଧ କରିଥିଲେ ।