ମୁଖ୍ୟ ଶାସନ ସଚିବଙ୍କ ସ୍ବତନ୍ତ୍ର ଭାରପ୍ରାପ୍ତ ଅକାରୀ ଭାବେ ପିନାକୀ ପଟନାୟକଙ୍କ କାର୍ଯ୍ୟଭାର ଗ୍ରହଣ

Jul 2, 2026 - 20:32
 18
ମୁଖ୍ୟ ଶାସନ ସଚିବଙ୍କ ସ୍ବତନ୍ତ୍ର ଭାରପ୍ରାପ୍ତ ଅକାରୀ ଭାବେ ପିନାକୀ ପଟନାୟକଙ୍କ କାର୍ଯ୍ୟଭାର ଗ୍ରହଣ

ଭୁବନେଶ୍ବର, ତା.୦ ७.०१.०७.१०१១

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷ ପକ୍ଷରୁ ଆଜି ଲୋକସେବା ଭବନ ସ୍ଥିତ ଦ୍ଵିତୀୟ ମହଲା ସମ୍ମିଳନୀ କକ୍ଷଠାରେ ଏକ ବିଦାୟକାଳୀନ ସମ୍ୱର୍ଦ୍ଧନା ତଥା ସ୍ବାଗତ ସମ ସମାରୋହ ଆୟୋଜିତ ହୋଇଯାଜ ଯାଇଛି ।

ମୁଖ୍ୟ ଶାସନ ସଚିବଙ୍କ ଓଏସଡି 1 କଲ୍ଯାଣ କୁମାର ରଥ ଙ୍କ ସରକାରୀ ସେବାରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ ଅବସରରେ ତାଙ୍କୁ ସମ୍ୱନ୍ଧିତ ସହ ନବନିଯୁକ୍ତ ସ୍ବତନ୍ତ୍ର ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପିନାକୀ ପଟନାୟକଙ୍କୁ ସ୍ବାଗତ କରାଯାଇଛି ।

ଶ୍ରୀଯୁକ୍ତ ରଥ ଦୀର୍ଘ ବର୍ଷ ଧରି ଓଡ଼ିଶା ସରକାରଙ୍କ ବିଭିନ୍ନ ପ୍ରଶାସନିକ ଦାୟିତ୍ଵ ସଫଳତାର ସହ ନିର୍ବାହ କରିବା ପରେ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରେ ସ୍ବତନ୍ତ୍ର ଭାରପ୍ରାପ୍ତ ଅଧିକାରୀ ଭାବେ ମଇ ୨୦୨୩ ଠାରୁ କାର୍ଯ୍ୟରତ ଥିଲେ 1 ସରକାରୀ ସେବାରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ ପରେ ସେ ଓଡ଼ିଶା ୟୁନିଫର୍ମଡ୍ ସର୍ଭି ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ୍ କମିଶନର ସଦସ୍ୟ ଭାବେ ଦାୟିତ୍ବ ଗ୍ରହଣ କରିବେ ।

এ ଅବସରରେ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀଗଣ ଶ୍ରୀ ରଥଙ୍କ ନେତୃତ୍ବ, ଦୂରଦର୍ଶିତା ଏବଂ ଉଚ୍ଚକୋଟୀର ସମନ୍ୱୟ କ୍ଷମତାକୁ ଭୂୟସୀ ପ୍ରଶଂସା କରିବା ସହ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟର ଦୈନନ୍ଦିନ କାର୍ଯ୍ୟ ପରିଚାଳନାକୁ ସେ ଅକ ସୁଦୃଢ଼ କରିଥିଲେ ବୋଲି ମତବ୍ୟକ୍ତ କରିଥିଲେ । ଏଥ୍ ସହିତ ସ ସମସ୍ତ ଅଧିକାରୀ ଓ କର୍ମଚାରୀଗଣ ଶ୍ରୀ ରଥଙ୍କ ନୂତନ ଦାୟିତ୍ବ ସଫଳ ଓ ଗୌରବମଯ ରବମୟ ହେଉ ବୋଲି ଲି ଶୁଭେଚ୍ଛା ଜଣାଇଥିଲେ |

ନାଳ କାମ ସେହିପରି, ଆଜିଠାରୁ ମୁଖ୍ୟ ଶାସନ ସଚିବଙ୍କ ନୂତନ ନ ଓଏସଡି ଭାବେ ଯୋଗଦାନ କରିଥିବା ଥୁବା ପିନାକୀ ପଟନାୟକଙ୍କୁ କାର୍ଯ୍ୟାଳୟ ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସାଦର ସ୍ବାଗତ କରାଯାଇଥ୍ ଇଥିଲା । । ଉପ ଉପସ୍ଥିତ ଅଧିକାରୀମାନେ ଶ୍ରୀ ପଟନାୟକଙ୍କୁ ନୂତନ ଦାୟିତ୍ବ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳ କାର୍ଯ୍ୟକାଳ ମନା କରିଥିଲେ । ଶ୍ରୀ ପଟନାୟକ ସମ୍ପ୍ରତି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ଅତିରିକ୍ତ ଶାସନ ସଚିବ ଏବଂ ଓଡ଼ିଶା ସ୍କିଲ୍ ଡେଭେଲପମେଣ୍ଟ ଅଥରିଟିର ଅଧ୍ୟକ୍ଷଙ୍କ ଓଏସଡି ଭାବେ କାର୍ଯ୍ୟରତ ଥିଲେ । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟର ପରାମର୍ଶଦାତା ଶ୍ରୀ ଦେବେନ୍ଦ୍ର କୁମାର ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।