ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ.
ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଛି । ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି ।

ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ
ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଛି । ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି ।