ମୋହନ ସରକାରଙ୍କ ନିଯୁକ୍ତିପତ୍ର ବଣ୍ଟନ...

Nov 25, 2025 - 20:04
 15
ମୋହନ ସରକାରଙ୍କ ନିଯୁକ୍ତିପତ୍ର ବଣ୍ଟନ...

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ମଧ୍ୟ ଯୋଗଦେଇଥିଲେ।