ମୌସୁମୀ ଅଧିବେଶନ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ
ମୌସୁମୀ ଅଧିବେଶନ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଙ୍କ ସହିତ ଶାସକ ଦଳର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବାବେଳେ ବିଜେଡି ର ପ୍ରମିଳା ମଲିକ ଓ କଂଗେସର ରାମ ଚନ୍ଦ୍ର କଦମ ସମେତ ଅନ୍ୟ ମନ୍ତ୍ରୀ ଯୋଗ ଦେଇଛନ୍ତି।