ରଥଯାତ୍ରାର ଯଥେଷ୍ଟ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ବର ତା- ୨୫.୦୪.୨୦୨୬
ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଆଗାମୀ ଜୁଲାଇ ମାସରେ ହେବାକୁ ଥିବା ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ପୂର୍ବ ବୈଠକଗୁଡ଼ିକରେ ନିଆଯାଇଥିବା ନିଷ୍ପତ୍ତର କେତେଦୂର କାର୍ଯ୍ୟକାରୀ ହୋଇଛି ସେ ସମ୍ପର୍କରେ ସମୀକ୍ଷା କରାଯିବା ସହ ଆଗାମୀ ପ୍ରସ୍ତୁତି ଓ କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା । ବୈଠକରେ ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ସମସ୍ତ ପ୍ରକାର ପ୍ରସ୍ତୁତି ସାରିବାକୁ ମୁଖ୍ୟ ଶାସନ ସଚିବ ସଂପୂକୁ ବିଭିନ୍ନ ବିଭାଗ ଓ ସଂସ୍ଥାମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।
ବୈଠକରେ ଗୃହ(ସ୍ବରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନୁ ଶର୍ମା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, ଆଇନ୍ ବିଭାଗ ପ୍ରମୁଖ ଶାସନ ସଚିବ ଡଃ, ପବିତ୍ର ମୋହନ ସାମଲ, ଅତିରିକ୍ତ ଆରକ୍ଷୀ ନିର୍ଦ୍ଦେଶକ(ଆଧୁନିକୀକରଣ ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଜିଲ୍ଲାପାଳ, ପୁରୀ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପୁରୀ ଶ୍ରୀ ପ୍ରତୀକ ସିଂ ଙ୍କ ସମେତ ସଂପୂକୁ ବିଭିନ୍ନ ବିଭାଗର ବରିଷ୍ଠ ପଦାଧୂକାରୀମାନେ ଉପସ୍ଥିତ ଥିଲେ ।
ରଥଯାତ୍ରାରେ ରଥଟଣା କିପରି ଶୃଙ୍ଖଳିତ ଭାବେ ହୋଇପାରିବ, ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । ରଥ କର୍ତନ ଭିତରକୁ ପାସ୍ ଧାରୀଙ୍କ ପ୍ରବେଶ ଅଧୂକ ରହୁଥିବାରୁ ରଥ ଟଣାରେ ଅସୁବିଧା ଉପୁଜୁଛି । ଏଥିପାଇଁ ଏଥର କର୍ଡନ ପାସ୍ ସଂଖ୍ୟା ବହୁ ସଂଖ୍ୟାରେ କମାଇବା ପାଇଁ ଆଲୋଚନା କରାଯାଇଥିଲା । ବୈଠକରେ ରଥ ନିର୍ମାଣ ଓ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ପାଢୀ ସୂଚନା ଦେଇଥିଲେ । ଅପ୍ରେଲ ୨୦ ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ ଅନୁକୂଳ ଆରମ୍ଭହୋଇଛି । ରଥ ନିର୍ମାଣ ଅଗ୍ରଗତି ତଦାରଖ କରିବା ପାଇଁ ଏକ ବୈଷୟିକ କମିଟି ରହିଛି । ଏହି କାର୍ଯ୍ୟ ନିୟମିତ ଅନୁଧ୍ୟାନ କରାଯିବା ନେଇ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ ।
ରଥ ନିର୍ମାଣ ପାଇଁ ଆବଶ୍ୟକ ୮୬୫ ଖଣ୍ଡ କାଠ ମଧ୍ୟରୁ ୫୭୬ ଟି ସଂଗ୍ରହ ସରିଛି ଓ ଆବଶ୍ୟକ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ନେଇ ଶ୍ରୀମନ୍ଦିର ପ୍ରଶାସକ ସୂଚନା ଦେଇଥିଲେ । ରଥ ଦଉଡି ଯେପରି ମଜବୁତ୍
ରୁହେ, ସେଥ୍ପ୍ରତି ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓବିସିସି ପକ୍ଷରୁ ନିର୍ମାଣାଧୂନ ଜଗନ୍ନାଥ ବଲ୍ଲବ ତୀର୍ଥଯାତ୍ରୀ କେନ୍ଦ୍ର, ଆଚାର୍ଯ୍ୟ ହରିହର ଛକର ପୁନଃ ବିକାଶ, ଦିଗବାରେଣୀ ଠାରେ ବହୁତଳ ପାକିଂ ବ୍ୟବସ୍ଥା, ଯାତ୍ରିକା ପାର୍କି-୧ ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି । ସେହିପରି ଶ୍ରୀଗୁଣ୍ଡିଚା ମନ୍ଦିରର ପୁନରୁଦ୍ଧାର ଓ ନବୀକ ବୀକରଣ କାର୍ଯ୍ୟ ରଥଯାତ୍ରା ପୂର୍ବରୁ ସରିବା ନେଇ ପ୍ରସ୍ତୁତି ଅଗ୍ରଗତି ଘଟିଛି । ସେ ସଂପର୍କରେ ଜିଲ୍ଲାପାଳ, ପୁରୀ ବିସ୍ତୃ ବିସ୍ତୃତ ସୂଚନା ଦେଇଥିଲେ ।
ରଥଯାତ୍ରା ପୂର୍ବରୁ ବଡଦାଣ୍ଡରେ ୫୦ ଟି ହାଇମାଷ୍ଟ ଲାଇଟ୍ ଲାଗିବ, ଫଳରେ ଏହା ବଡ଼ଦାଣ୍ଡକୁ ଅଧୂକ ଆଲୋକିତ କରିବ । ପୁରୀ ସମୁଦ୍ରକୂଳରେ ୬ ଟି ବାୟୋ-ଶୌଚାଳୟ ବ୍ଲକ ସ୍ଥାପନ ହେବ, ଯେଉଁଥିରେ ୧୮ ଟି ଶୌଚାଳୟ ସୁବିଧା ମିଳିବ । এখৃ । ସହିତ ପୁଲିସ୍ ଶିବିର ସୁଳ, ପାର୍କି ଅଂଚଳ ଏବଂ ଜନସାଧାରଣଙ୍କ ଏକକ ପାଇଁ ମୋଟ ୧୬୦୦ ଅସ୍ଥାୟୀ ଶୌଚାଳୟ ବ୍ୟବସ୍ଥା ଳୟ ବ୍ୟବସ୍ଥା କରାଯାଉଥିବା ନେଇ । ସୂଚନା ଦିଆଯାଇଥିଲା ।
ଅଧୂକ ବର୍ଷା ହେଲେ ପୁରୀ ସହରରୁ ଜଳ କରାଯାଇଥିଲା । ୨୩ ଟି ସ୍ଥାନ ଚିହ୍ନଟ ସ୍ଥାନ ଚିହ୍ନଟ ହୋଇଛି, ଯେଉଁଠାରୁ ଉଚ୍ଚ କ୍ଷମତା ବିଶିଷ୍ଟ ପମ୍ପ ସେଟ୍ ଦ୍ବାରା ଜଳ ନିଷ୍କାସନ ହୋଇ ହୋଇପାରିବ । । ରଥଟଣାକୁ ସୁଗମ କରିବା ପାଇଁ ବଡଦାଣ୍ଡରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି ଓ ମଇ ମାସ ସୁଦ୍ଧା ଶେଷ ହେବ । ପୁରୀ ମ୍ୟୁନିସିପାଲିଟି ପକ୍ଷରୁ ୨୧ ଟି ପାର୍କି ସୁଳ ଚିହ୍ନଟ ହୋ ହୋଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଭାଗ ପକ୍ଷରୁ ପକ୍ଷରୁ ଜରୁରୀ କାଳୀନ ଚିକିତ୍ସା ପାଇଁ ବିଭିନ୍ନ ସ୍ଥାନରେ ୮ ଟି ୧୦ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ ଚିକିତ୍ସାଳୟ ଳୟ ବ୍ୟବସ୍ଥା କରାଯାଉଛି, ଯଦ୍ବାରା ପୁରୀ ମୁଖ୍ୟ ଚିକିତ୍ସାଳୟ ଏବଂ ଟିବି ଓ ଆଇଡିଏସ୍ ଡାକ୍ତରଖାନା ଉପ ଉପରେ ନିର୍ଭରଶୀଳତା ଚାପ କର୍ମିବ 1 । ଜଳ ନିଷ୍କାସନ ବ୍ୟବସ୍ଥା ନେ ନେଇ ଯୋଜନା ସଂପର୍କରେ ଉପସ୍ଥାପନ
ମାଟିଆପଡା ଠାରେ ପୁରୀ-କୋଣାର୍କ ରୋଡ୍ ଓଭର ବ୍ରିଜ୍ କାମ ଶେଷ ପର୍ଯ୍ୟାୟରେ ପହଁଚିଛି ଓ ଆବଶ୍ୟକ ଜରୁରୀ କାର୍ଯ୍ୟ ଶେଷ ପରେ ରଥଯାତ୍ରା ତ୍ରା ପୂର୍ବରୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବା ନେଇ ବୈଠକରେ ସୂଚନା ଦିଆଯ ନିଆଯାଇଥିଲା । ଏହା ଦ୍ବାରା ଟ୍ରାଫିକ୍ ନିୟନ୍ତ୍ରଣ ଓ ଜନସାଧାରଣଙ୍କ ଯାତାୟତରେ ସୁବିଧା ହେବ ।
ରଥଯାତ୍ରା ସମୟରେ ଭିଡ଼ ନିଯ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖ୍ ଟ୍ରାଫିକ୍ ପରିଚାଳନା, ବିଭିନ୍ନ ସ୍ଥାନରେ ସର୍ଭେଲାନ୍ସ ପାଇଁ ସ୍ଥାୟୀ ଓ ଅସ୍ଥାୟୀ ସି ୟୀ ସିର୍ସିଟିଭି ଓ ଜରୁରୀକାଳୀନ ବ୍ୟବସ୍ଥା, ପୁରୀ ସହର ଭିତର ଓ ସଂଲଗ୍ନ ରାସ୍ନା ମରାମତି, ସ୍ବାସ୍ଥ୍ୟ, ପରିମଳ, ନିୟନ୍ତ୍ରଣ କକ୍ଷ ପରିଚାଳନା, ଯଥେଷ୍ଟ ସଂଖ୍ୟକ ପୁଲିସ୍ ମୁତୟନ, ବିଭିନ୍ନ ସ୍ଥାନରେ । ପାକିଂ ବ୍ୟବସ୍ଥା ଆଦି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା । ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରେ ରଖ୍ ରେଳ ବିଭାଗ ପକ୍ଷରୁ ୮ ଟି ଅଧୂକ ଖେ ରେଳ ଟିକେଟ୍ କାଉଁଟର କରାଯିବା ନେଇ ସୁଚନା ଦିଆଯାଇଛି ।
ବଡ ଦାଣ୍ଡ କଡ଼ରେ ରଥଯାତ୍ରା ସମ ବିଭିନ୍ନ ନ୍ନ ସଂସ୍ଥା ପକ୍ଷରୁ ମାଗଣା ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଥିବା ଫଳରେ ରଥ ଟଣା ସମୟ ୟରେ ଅସୁବିଧା ସୃଷ୍ଟି ହେଉଛି ଉଛି । । ଏହ ଏହା ମଧ୍ୟ ବଡଦାଣ୍ଡକୁ ଅପରିସ୍କାର କରିବାର ଅନ୍ୟତମ କାରଣ ହେଉଛି । ଏହାକୁ ଦୃଷ୍ଟିରେ ରଖୁଁ ଏଥର ବଡ଼ଦାଣ୍ଡ ପାଖାପାଖୂ କେତେକ ନିର୍ଦ୍ଦିଷ୍ଟ ସ୍ଥାନ ନିରୂପିତ ହୋଇଛି, ଯଦ୍ବାରା ସେଠାରେ ମାଗଣା ରନ୍ଧାଖାଦ୍ୟ ବଣ୍ଡଟ ସହିତ ଏହି ସମସ୍ୟା ଦୂର କରାଯାଇପାରିବ ।