ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ର ଶାସନ ସଚିଙ୍କ ୧୦ ବିନ୍ଦୁ କାର୍ଯ୍ୟକ୍ରମ...
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ର ଶାସନ ସଚିଙ୍କ ୧୦ ବିନ୍ଦୁ କାର୍ଯ୍ୟକ୍ରମ...
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଡଃ ଅରବିନ୍ଦ କୁମାର ପାଢ଼ୀ ଦାୟିତ୍ବ ଗ୍ରହଣ କରିବା ପରେ ବିଭାଗର ରାଜ୍ୟ ମୁଖ୍ୟାଳୟ, ଜିଲ୍ଲା ଏବଂ ତହସିଲ୍ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଉଦ୍ଦେଶ୍ଯରେ ଏକ ପତ୍ର ପ୍ରେରଣ କରିଛନ୍ତି l
ସେ ଏଥିରେ ରାଜସ୍ୱ ପ୍ରଶାସନକୁ ସୁଦୃଢ଼ କରିବା ସହ ଏହାକୁ ଅଧିକ ଲୋକାଭିମୁଖୀ କରିବା ଦିଗରେ ସେ ଗୁରୁତ୍ୱାରୋପ କରିଛନ୍ତି l