ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ...

Jan 29, 2026 - 11:25
 16
ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ...

ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ...

ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ବୈଠକ

ବୈଠକରେ ମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ପ୍ରଭାରୀ ଉପସ୍ଥିତ ରହିବେ

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ହେବ

ଏହା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯିବ

ବିଧାୟକ, ରାଜ୍ୟ ପଦାଧିକାରୀ ଓ ଜିଲ୍ଲା ସଭାପତିଙ୍କ ସହ ହେବ ମାନସ ମନ୍ଥନ