ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ଦୁର୍ଗାପୁର ଗସ୍ତ...

Oct 13, 2025 - 12:40
 35
ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ଦୁର୍ଗାପୁର ଗସ୍ତ...

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମାମଲା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ମହିଳା କମିଶନ ଅଧ୍ୟକ୍ଷାଙ୍କ ସହିତ ୩ ଜଣ ସଭ୍ୟା

ପୀଡ଼ିତା ଛାତ୍ରୀଙ୍କ ଚିକିତ୍ସା ସଂପର୍କରେ ସମୀକ୍ଷା କରିବେ

ତଦନ୍ତର ଅଗ୍ରଗତି ନେଇ ପଶ୍ଚିମବଙ୍ଗ ଡିଜିପିଙ୍କ ସହ ସାକ୍ଷାତ