ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ...
ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ...
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ
ବିଜେପିର ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ
ତୃତୀୟ ଆସନ ପାଇଁ ବିଜେଡିର ସଂତୃପ୍ତ ମିଶ୍ର ପ୍ରାର୍ଥୀ
ଚତୁର୍ଥ ଆସନ ପାଇଁ ହେବ ରୋଚକ ଲଢେଇ
ଚତୁର୍ଥ ଆସନରେ ଦତ୍ତେଶ୍ବର ହୋତା ବନାମ ଦିଲ୍ଲୀପ ରାୟ
ବିଜେଡି ଓ କଂଗ୍ରେସ କମନ୍ କ୍ୟାଣ୍ଡେଟ୍ ପ୍ରାର୍ଥୀ ଦତ୍ତେଶ୍ବର
ବିଜେପି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ