ରାଜ୍ୟପାଳଙ୍କ ଆଦେଶ କ୍ରମେ ଜାରି ହେଲା ନିର୍ଦେଶନାମା...

Oct 18, 2025 - 18:58
Oct 18, 2025 - 19:26
 17
ରାଜ୍ୟପାଳଙ୍କ ଆଦେଶ କ୍ରମେ ଜାରି ହେଲା ନିର୍ଦେଶନାମା...

ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି

ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ

ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା*

ନୂଆପଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ

ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା