ରାଜ୍ୟର ବିଜେପି ସରକାରରେ ୪୧ ତମ କ୍ୟାବିନେଟ୍ ବୈଠକ...

Jun 9, 2026 - 09:13
 4
ରାଜ୍ୟର ବିଜେପି ସରକାରରେ ୪୧ ତମ କ୍ୟାବିନେଟ୍ ବୈଠକ...

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୧ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l  

ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l 

ବୈଠକରେ ୫ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ଲ

ଶିଳ୍ପ ବିଭାଗର ୨ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୪ ଟି, ଜଳ ସମ୍ପଦ ବିଭାଗର ୨ଟି, ରାଜସ୍ବ ୧ଟି, ପର୍ଯ୍ୟଟନ ବିଭାଗର ୧ଟି ଏହିପରି ୫ଟି ବିଭାଗର ୧୦ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l