ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠି କଲେ ପ୍ରତାପ ଜେନା .

-ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠି କଲେ ପ୍ରତାପ ଜେନା
-ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ
-ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଚିଠିରେ ଦାବି କଲେ
-ୱାକ୍ଫ ବିଲ୍ ସପକ୍ଷରେ ସସ୍ମିତଙ୍କ ଭୋଟ୍ ନେଇ ଚିଠି ଲେଖିଲେ ପ୍ରତାପ
-‘ସୋସିଆଲ ମିଡିଆରେ ସସ୍ମିତଙ୍କ ଦଳବିରୋଧୀ ଆଭିମୁଖ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି’
-ଏହି ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ପୀଡ଼ାଦାୟକ
-‘ଏହା ପଛରେ ଗଭୀର ଷଡ଼ଯନ୍ତ୍ର ଥିବା ମୋର ହୃଦବୋଧ ହେଉଛି