ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାବନାକୁ ଗମ୍ଭୀରତାର ସହିତ ସ୍ବୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ ଜଣାଉଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

Sep 7, 2025 - 00:03
 9
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାବନାକୁ ଗମ୍ଭୀରତାର ସହିତ ସ୍ବୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ ଜଣାଉଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

 ଭାବନା ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ-ଆମେରିକା ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରର୍ମ ଟ୍ରମ୍ପଙ୍କ ସକାରାତ୍ମକ ଆକଳନକୁ ସେ ଗମ୍ଭୀରତାର ସହିତ ସ୍ବୀକାର କରୁଛନ୍ତି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛନ୍ତି । ''ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ବସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି'', ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ପୋଷ୍ଟରେ ଲେଖୁଛନ୍ତି;

‘‘ଆମ ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ଗମ୍ଭୀରତାର ସହିତ ସ୍ବୀକାର କରୁଛି ଏବଂ ଏହାକୁ ପୂର୍ଣ ସମର୍ଥନ କରୁଛି।

ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ବସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି''