ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ,ଶପଥ ପାଠ

Oct 31, 2026 - 22:28
 10
ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ,ଶପଥ ପାଠ

ଆଜି ତା. ୩୧.୧୦.୨୦୨୬ ରିଖରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶାର ସମ୍ମିଳନୀ କକ୍ଷରେ ଶ୍ରମ ଆୟୁକ୍ତଙ୍କ ଉପସ୍ଥିତିରେ ସମସ୍ତ ଅଧିକାରୀ ଓ କର୍ମଚାରୀବୃନ୍ଦ ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ଅକ୍ଷୁଣ୍ଣ ରଖିବା ସହ ଏହାକୁ ସୁଦୃଢ଼ କରିବା ନିମନ୍ତେ ଶପଥ ପାଠ କରିଥିଲେ।