ଲଘୁଚାପ ଆସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ...
ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ
ଘୂର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ଲଘୁଚାପ ସୃଷ୍ଟି ସମ୍ଭାବନା
ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ସମ୍ଭାବନା
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା
ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ଜୋର ରହିବ
ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ