ଲଘୁଚାପ ପ୍ରଭାବରେ ଓଡିଶାର ବହୁତ ଅଂଶ ହେବ ଜଳାର୍ଣ୍ଣବ...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ପ୍ରଭାବରେ ସାରା ଓଡ଼ିଶାରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି।