ଲୋକଭବନରେ ସ୍ୱାଧୀନତା ଦିବସ ପାଳିତ...

Aug 16, 2026 - 16:28
 10
ଲୋକଭବନରେ ସ୍ୱାଧୀନତା ଦିବସ ପାଳିତ...

ଲୋକଭବନରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। 

ତା୧୫.୦୮.୨୦୨୬ ରିଖ ସକାଳେ ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ଡ଼. ରୂପା ରୋଶନ ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ। 

ଉକ୍ତ କାର୍ଯ୍ୟକ୍ରମରେ ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ ସଲାମି ପ୍ରଦାନ କରାଯାଇଥିଲା । 

ଏହି କାର୍ଯ୍ୟକ୍ରମରେ ଲୋକଭବନର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ । ​