ଶିକ୍ଷା ଅଧିକାର ଆଇନ ଧାରା ୧୨(୧)(ଗ) ଅନୁଯାୟୀ ବେସରକାରୀ ବିଦ୍ୟାଳୟଗୁଡିକରେ ଲଟେରୀ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଚୟନ:

Apr 30, 2026 - 09:26
 4
ଶିକ୍ଷା ଅଧିକାର ଆଇନ ଧାରା ୧୨(୧)(ଗ) ଅନୁଯାୟୀ ବେସରକାରୀ ବିଦ୍ୟାଳୟଗୁଡିକରେ ଲଟେରୀ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଚୟନ:

ଶିକ୍ଷା ଅଧିକାର ଆଇନ ଧାରା ୧୨(୧)(ଗ) ଅନୁଯାୟୀ ବେସରକାରୀ ବିଦ୍ୟାଳୟଗୁଡିକରେ ଲଟେରୀ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଚୟନ:

ଶିକ୍ଷା ଅଧିକାର ଆଇନ ୨୦୦୯ ଅନ୍ତର୍ଗତ ଧାରା ୧୨(୧)(ଗ) ଅନୁଯାୟୀ ଆର୍ଥିକ ଅନଗ୍ରସର ଶ୍ରେଣୀ ପିଲାମାନେ ବେସରକାରୀ ବିଦ୍ୟାଳୟଗୁଡ଼ିକର ପ୍ରବେଶ ସ୍ତରରେ ନିଃଶୁଳ୍କ ଶିକ୍ଷା ପାଇପାରିବେ । ଏଥିପାଇଁ ଆର୍.ଟି.ଇ. ପାରଦର୍ଶୀ (RTE Paradarshi)  https://rteparadarshi.odisha.gov.in/odisha 6 ଆହ୍ବାନ କରାଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଏପ୍ରିଲ ୪ ତାରିଖରୁ ଆରମ୍ଭ କରି ଏପ୍ରିଲ ୨୪ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଏହି ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ ଆବେଦନ କରିଥିଲେ ।

ବେସରକାରୀ ବିଦ୍ୟାଳୟଗୁଡ଼ିକରେ ସମୁଦାୟ ୨୦୩୭୭ ଅନଲାଇନ୍ ଆବେଦନ କରାଯାଇଥିଲା ଏବଂ ଏହା ମଧ୍ୟରୁ ବ୍ଲକ ଶିକ୍ଷା ଅଧିକାରୀମାନେ ମୂଳ ପ୍ରମାଣ ପତ୍ର ଯାଞ୍ଚ କରି ୧୫୬୨୪ ଆବେଦନ ପତ୍ରକୁ ଯୋଗ୍ୟ ବିବେଚିତ କରିଥିଲେ । ଯୋଗ୍ୟ ଆବେଦୀ ଦନ ପତ୍ର ଗୁଡ଼ିକୁ ฉเฉต์ ฉเร์ด (Directorate of Elementary Education (DEE) Odisha) คเณศ ଧ୍ଯମରେ କେନ୍ଦ୍ରୀୟ ଲଟେରୀ ତା-୨୯-୦୪-୨୦୨୬ ରିଖ ୪ଟା ସମୟରେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସଦସ୍ୟମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ କରାଯାଇଥିଲା । ସେଥିମଧ୍ୟରୁ ୧୦୧୨୦ ଜଣ ଛାତ୍ରଛାତ୍ରୀଙ୍କୁ ନାମଲେଖା ପାଇ ପାଇଁ ଲଟେରୀ ମାଧ୍ୟମରେ ଚୟନ କରାଯାଇଛି । ବର୍ତ୍ତମାନ ବ୍ଲକ ଶିକ୍ଷା ଅଧିକାରୀମାନେ ସମ୍ପୃକ୍ତ ହୃକ୍ତ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ନାମ ପ୍ରଦାନ କରିବେ । ବେସରକାରୀ ବିଦ୍ୟାଳୟ ୟଗୁଡ଼ିକରେ ତା- |-१०-०४- ४-१०१७ରିଖରୁ ତା-୧୮-୦୫-୨୦୨୬ ରିଖ ମଧ୍ୟରେ ନାମ ଲେଖାଯିବ । ଏହି ନାମଲେଖା ସଂପୂର୍ଣ ନିଃଶୁଳ୍କ ଅଟେ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ମଧ୍ୟ କୌଣସି ଅର୍ଥ ଅଭିଭାବକମାନଙ୍କ ଠାରୁ ନେଇ ଇପାରିବେ ନାହିଁ । ଯଦି ଏହାକୁ କୌଣସି ବିଦ୍ୟାଳୟ ଖୋଲାପ କରନ୍ତି, ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।