ଶିକ୍ଷା ବର୍ଷରେ ନୂଆ ନିତୀ....

Mar 13, 2026 - 13:58
 9
ଶିକ୍ଷା ବର୍ଷରେ ନୂଆ ନିତୀ....

ଶିକ୍ଷା ବର୍ଷରେ ନୂଆ ନିତୀ...

ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା। 

ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ। 

ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି ବୋଲି ସୂଚନା ଦେଲେ ମନ୍ତ୍ରୀ।