ସମ୍ବଲପୁର ବିଶ୍ବବିଦ୍ୟାଳୟର ୩୫ ସମବର୍ତ୍ତାନ ସମାରୋହ
ସମ୍ବଲପୁର ବିଶ୍ବବିଦ୍ୟାଳୟର ୩୫ ସମବର୍ତ୍ତାନ ସମାରୋହ
ମାତୃଭାଷାରେ ଶିକ୍ଷା ସମୟର ଆବଶ୍ୟକତା, ଓଡ଼ିଶାବାସୀଙ୍କ ସମୃଦ୍ଧି ଉପରେ ବିଶ୍ବବିଦ୍ୟାଳୟ ଚିନ୍ତା କରିବା ଆବଶ୍ୟକ – ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ଡ଼ିଶା ମାନ୍ୟବର ରାଜ୍ୟପାଳ ଡଃ. ହରିବାବୁ କମ୍ଭମ ପାଟି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ବାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଓ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଯୋଗଦେଲେ
ଡିଗ୍ରୀ ଏବଂ ପଦକ ପାଇଥିବା ଛାତ୍ରଛାତ୍ରୀ ଓ ଗବେଷକମାନଙ୍କୁ ଅଭିନନ୍ଦନ ଜଣାଇଲେ
ସମ୍ବଲପୁର ବିଶ୍ବବିଦ୍ୟାଳୟ ପାଇଁ ଡବଲ ଇଞ୍ଜିନ ସରକାର ନିକଟରେ ୧୫୭ କୋଟି ଟଙ୍କା ଦେଇଛି
ଓଡ଼ିଶାକୁ ଏକବିଂଶ ଶତାବ୍ଦୀରେ ଆଗକୁ ନେବାକୁ ହେଲେ ଶିକ୍ଷା ପଦ୍ଧତିକୁ ଆହୁରି ଗୁଣାତ୍ମକ କରିବା
ସମ୍ବଲପୁର ବି ପୁର ବିଶ୍ବବିଦ୍ୟାଳୟ, ଆଇଆଇଏମ୍, ଜିଏମ ବିଶ୍ବବିଦ୍ୟାଳୟ, ବୁର୍ଲା ମେଡିକାଲ, ଭିସୁଟ, ଓୟୁଏଟି କ୍ୟାମ୍ପସ ଓ ଓପ ଓପନ ୟୁନିଭରସିଟି ସମ୍ୱଲପୁରକୁ ଦ୍ଵିତୀୟ ଶିକ୍ଷା କେନ୍ଦ୍ର ଭାବେ ପରିଚିତ କରାଉଛି
ଟି.ବି.ମାକାଉଲେ ଭାରତରେ ଯେଉଁ ଶିକ୍ଷା ନୀତି ପ୍ରସ୍ତୁତ କରିଥିଲେ ତାହା କେବଳ ଭାରତକୁ ନୀଚ୍ଚ କରିବାର ଏକ ପ୍ରକ୍ରିୟା ଥିଲା
ମହାତ୍ମା ଗାନ୍ଧୀ, ରବୀନ୍ଦ୍ର ନାଥ ଟାଗୋର, ସ୍ବାମୀ ବିବେକାନନ୍ଦ, ମହର୍ଷି ଅରବିନ୍ଦ, ମଦନ ମୋହନ ମାଲବୀୟ ଓ ସର୍ବପଲ୍ଲୀ ରାଧାକ୍ରୀଷ୍ଣଙ୍କ ଭଳି ମହାପୁରୁଷମାନେ ଯେଉଁ ସାମଗ୍ରିକ ଏବଂ ବହୁଭାଷୀ ଶିକ୍ଷାର ପରିକଳ୍ପନା କରିଥିଲେ
.. - ଓଡ଼ିଶା ଡ଼ିଶାବାସୀଙ୍କ ସୁଖ, ସମୃଦ୍ଧି ଓ ସମ୍ପନ୍ନତା ବଢାଇବା ପାଇଁ ବିଶ୍ବବିଦ୍ୟାଳୟ ଚିନ୍ତା କରିବା ଆବଶ୍ୟକ । କେବଳ ଏତିକି ନ ନୁହେଁ, ମାତୃଭାଷାରେ ଶିକ୍ଷାଦାନ କରିବା । ଉପରେ ମଧ୍ଯ ଶିକ୍ଷାୟତନକୁ ଯଥେଷ୍ଟ ଗୁରୁତ୍ଵ ଦେବାର ଆବଶ୍ୟକତା ରହିଛି ବୋଲି ଶନିବାର ସମ୍ବଲପୁର ବିଶ୍ବ ବିଶ୍ବବିଦ୍ୟାଳୟର ୩୫ତମ ସମାବର୍ତ୍ତନ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଓଡ଼ିଶା ମାନ୍ୟବର ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧୂପତି ଡଃ. ହରିବାବୁ କମ୍ଭମପାଟିଙ୍କ ସହ ଏହି ସମାରୋହରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି, ଏହି ସମାବର୍ତ୍ତନ ଉତ୍ସବ ନୂତନ ଯାତ୍ରାର ଅୟମାରମ୍ଭ । ଆଜିର ଦିନରେ ଡିଗ୍ରୀ ଏବଂ ପଦକ ପାଇଥିବା ଛାତ୍ରଛାତ୍ରୀ ଓ ଗବେଷକମାନଙ୍କୁ ଅଭିନନ୍ଦନ । ସମ୍ବଲପୁର ବିଶ୍ବବିଦ୍ୟାଳୟ ସହ ମୋର ସମ୍ପର୍କ ବହୁତ ପୁରୁଣା । ସମ୍ବଲପୁର ବିଶ୍ବବିଦ୍ୟାଳୟ ରାଜ୍ୟର ଅନ୍ୟତମ ପୁରୁଣା ଅନୁଷ୍ଠାନ । ପିଏମ ଉଷା ତରଫରୁ ମେରୁ ଅଧୀନରେ ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ୧୦୦ କୋଟି ଟଙ୍କା ଦିଆଯାଇଛି । ରାଜ୍ୟ ଜ୍ୟ ବଜେଟରୁ ସମ୍ବଲପୁର ବିଶ୍ବବିଦ୍ୟାଳୟକୁ ପ୍ରାୟ ୪୭ କୋଟି ଟଙ୍କା ବିଭିନ୍ନ ପ୍ରକାର ଉନ୍ନତିମୂଳକ କାୟସ୍ଥ୍ୟ ପାଇଁ ପ୍ରଦାନ କରାଯାଇଛି । ସମ୍ୱଲପୁର ୟୁନିଭରସିଟିର ସିଉଟ ପାଇଁ ୧୦ କୋଟି ଟଙ୍କା ଏଆଇ ଲ୍ୟାବ ଓ ଇ-ଲାଇବ୍ରେରୀ ପାଇଁ ଦିଆଯାଇଛି । ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଭିଭିଭୂମି ଓ ଗବେଷଣା ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ନିକଟରେ ୧୫୭ କୋଟି ଟଙ୍କା ଦେଇଛନ୍ତି ।
ସମ୍ବଲପୁରରେ ଜାତୀୟ ସ୍ତରର ଆଇଆଇଏମ୍, ସମ୍ବଲପୁର ବିଶ୍ବବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ, ବୁର୍ଲା ମେଡିକାଲ କଲେଜ, ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି, ଓୟୁଏଟିର ଚିପିଲିମା କ୍ୟାମ୍ପସ ଏବଂ ଓପନ ୟୁନିଭରସିଟି ମଧ୍ଯ ଅଛି, ଯାହା ସମ୍ବଲପୁରକୁ ଭୁବନେଶ୍ବର ପରେ ଦ୍ଵିତୀୟ ଶିକ୍ଷା କେନ୍ଦ୍ର କେ ଭାବେ ପରିଚିତ କରାଉଛି । ଓଡ଼ିଶାକୁ ଭାଷା ଭିତ୍ତିକ ରାଜ୍ୟ ଗଠନ କରିବାରେ ସମ୍ବଲପୁରର ଅତୁଳନୀୟ ଅବଦାନ ରହିଛି । ସମ୍ବଲପୁରକୁ ଏକ ଜ୍ଞାନ ଆଧାରିତ ଅର୍ଥନୀତିର ପେଣ୍ଠସ୍ଥଳି କରିବା ପାଇଁ ଡବଲଇଞ୍ଜିନ ସରକାର ବଦ୍ଧ ପରିକର । ଓଡ଼ିଶାକୁ ଏକବିଂଶ ଶତାବ୍ଦୀରେ ଆଗକୁ ନେବାକୁ ହେଳେ ହେଲେ ଶିକ୍ଷା ପଦ୍ଧତିକୁ କରିବାକୁ ପଡ଼ିବ ବୋଲି ସେ କହିଥିଲେ 1 ଦ୍ଧତିକୁ ଆହୁରି ଗୁଣାତ୍ମକ
ଟି.ବି.ମାକାଉଲେ ଭାରତରେ ଯେଉଁ ଶିକ୍ଷା ନୀତି ପ୍ରସ୍ତୁତ କରିଥିଲେ ତାହା କେବଳ ଭାରତକୁ ନୀଚ୍ଚ କରିବାର ଏକ ପ୍ରକ୍ରିୟା ଥିଲା । ଭାଗ ାରତକୁ ଅନେକ ସମୟ ପରାଧୀନତା ରଖୁବା ପାଇଁ ସେ ତାଙ୍କ ଦ୍ବାରା ଏକ ଶିକ୍ଷା ନୀତି ପ୍ରଚଳନ କରିଥିଲେ । ଏହି ଶିକ୍ଷା ନୀତିର ବିକଳ୍ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ବରେ ନୂଆ ରାଷ୍ଟ୍ରୀୟ ଶିକ୍ଷା ନୀତି ଆସିଛି, ଯେଉଁ ନୂଆ ଶିକ୍ଷା ନୀତିର ଉଦ୍ଦେଶ୍ୟ ରହିଛି, ମାକାଉଲେଙ୍କ ପରାଧୀନ ମାନସିକତାକୁ ବଦଳାଇ ଭାରତର ସ୍ବାଧୀନ ମାନସିକତାକୁ ବିକଶିତ କରିବା । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ପ୍ରଣୀତ ଜାତ ଜାତୀୟ ଶିକ୍ଷା ନୀତି ଭାରତର ଜ୍ଞାନଧାରା ରାକୁ ଭବିଷ୍ୟତରେ ସମୃଦ୍ଧ କରିବା ପାଇଁ ଏକ ମହତ୍ଵପୂର୍ଣ୍ଣ ଦୂରଦର୍ଶୀ ଦସ୍ତାବି । ମହାତ୍ମା ଗାନ୍ଧୀ ନ୍ଧୀ, ରବୀନ୍ଦ୍ର ନାଥ ଟାଗୋର, ସ୍ବାମୀ ବିବେକାନନ୍ଦ, ମହର୍ଷି ଅରବିନ୍ଦ, ମଦନ ମୋହନ ମାଲବୀୟ ଓ ସର୍ବପଲ୍ଲୀ ରାଧାକ୍ରୀଷ୍ଣଙ୍କ ଭଳି ମହାପୁରୁଷମାନେ ଯେଉଁ ସାମଗ୍ରିକ ଏବଂ ବହୁଭାଷୀ ଶିକ୍ଷାର ପରିକଳ୍ପନା କରିଥିଲେ, ଆଜି ଜାତୀୟ ଶିକ୍ଷା ନୀତିରେ ସେହି ଚିନ୍ତନଧାରାକୁ ବାସ୍ତବର ରୂପ ଦିଆଯାଉଛି ।
ଜାତୀୟ ଶିକ୍ଷା ନୀତିରେ ମାତୃଭାଷାକୁ ଅଧିକ ଗୁରୁତ୍ବ ଦିଆଯାଇଛି । ଆଞ୍ଚଳିକ ଓ ମାତୃଭାଷାରେ ପିଲାମାନଙ୍କୁ ପାଠ ପଢାଇ ପଢାଇବା ଉପରେ ରେ ପ୍ରାଥମିକତା ଦିଆଯାଉଛି । ମାତୃଭାଷା ଭାଷାରେ ପାଠ ପଢିଲେ ହିଁ ପିଲାଙ୍କର କ୍ରିଟିକାଲ ଥୂଙ୍କି ବିକଶିତ ହେବ । ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହମ ହନ ଦିଆଗଲେ ଆଗଲେ ହିଁ ‘ବିକଶିତ ସମ୍ବଲପୁର', ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ'ର ପରିକଳ୍ପନା ସା ସାକାର ହୋଇପାରିବ । ଏହି ଲକ୍ଷ୍ୟକୁ ପୂରଣ କରିବା ଦିଗରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ଅଗ୍ରଣୀ ଭୂମିକାରେ ରହିବ ବୋଲି ପ୍ରଧାନ ାନ ଦୃଢୋକ୍ତି ପ୍ରକାଶ କରିଛନ୍ତି । ।
ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ରାଷ୍ଟ୍ର ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ରାଜ୍ୟ ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଏବଂ ପାନୀୟ ୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ବିନ୍ଦୁ ଭୂଷଣ ମିଶ୍ର ପ୍ରମୁଖ ଯୋଗଦେଇଥିଲେ ।