ସମ୍ବଲପୁର ରୁ ଝାରସୁଗୁଡ଼ା ପର୍ଯ୍ୟନ୍ତ ଏକ ବୈକଳ୍ପିକ ଜାତୀୟ ରାଜପଥ ନିର୍ମାଣ ପାଇଁ ଶ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Jan 8, 2026 - 19:22
 10
ସମ୍ବଲପୁର ରୁ ଝାରସୁଗୁଡ଼ା ପର୍ଯ୍ୟନ୍ତ ଏକ ବୈକଳ୍ପିକ ଜାତୀୟ ରାଜପଥ ନିର୍ମାଣ ପାଇଁ  ଶ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରରୁ ଝାର ଝାରସୁଗୁଡ଼ା ପର୍ଯ୍ୟନ୍ତ ଏକ ବୈକଳ୍ପିକ ଜାତୀୟ ରାଜପଥ ନିର୍ମାଣ ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏହି ଜାତୀୟ ରାଜପଥ ସନ୍‌ ଆଞ୍ଚଳିକ ବିକାଶ କ୍ଷେତ୍ରରେ ଏ ଓଡ଼ିଶାର ଶିଳ୍ପ ଓ ଥ ସମ୍ବଲପୁର ଓ ଝାରସୁଚ୍ ଝାରସୁଗୁଡ଼ାକୁ ସଂଯୋଗ କରିବା ସହ ଓଡ଼ିଶା ରେ ଏକ ମାଇଲଖୁଣ୍ଟ ଖୁଣ୍ଟ ହେବ

ନୂଆଦିଲ୍ଲୀ/ଭୁବନେଶ୍ବର, ଜାନୁଆରୀ ୭

ଓଡ଼ିଶାର ଶିଳ୍ପ ଶିଳ୍ପ ସମୃଦ୍ଧ ଦୁଇ ପ୍ରମୁଖ ସହର ସମ୍ବଲପୁର ଓ ଝାରସୁଗୁଡ଼ା ମଧ୍ଯରେ ଯୋଗାଯୋଗ ।ଗକୁ ଅଧୂକ ସୁଦୃଢ଼ କରିବା ପାଇଁ ଏକ ବୈକଳ୍ପିକ ଜାତୀୟ ରାଜପଥ ନିର୍ମାଣ ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧମେ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କୁ ସାକ୍ଷାତ୍ କରି ଅନୁରୋଧ କରିଛନ୍ତି ଛନ୍ତି ।

ସମ୍ବଲପୁର ଏବଂ ଝାରସୁଗୁଡ଼ା ଡ଼ା ଜିଲ୍ଲା ଓଡ଼ିଶାର ଅର୍ଥନୀତିର ପେଣ୍ଠସ୍ଥଳ । ଏହି ନୂତନ ଜାତୀୟ ରାଜପଥ ନିର୍ମାଣ ହେବା ଫଳରେ ଏହି ଅଞ୍ଚଳରେ ଶିଳ୍ପାୟନର ଗତି ତୁରାନ୍ବିତ ହେବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ଜାତୀୟ ରାଜପଥ ସମ୍ବଲପୁଟ ଲପୁର ଓ ଝାରସୁଗୁଡ଼ାକୁ ସଂଯୋଗ କରିବା ସହ ଓଡ଼ିଶାର ଶିଳ୍ପ ଓ ଆଞ୍ଚଳିକ ବିକାଶ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଖୁଣ୍ଡ ହେବ । ଏହା କେବଳ ପରିବହନ ନୁହେଁ, ବରଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ବୈପ୍ଳବିକ ପରିବର୍ଷ ବର୍ତ୍ତନ ଆଣିବ । ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 'ପୂର୍ବୋଦୟ' ପରିକଳ୍ପନାରେ ଓଡ଼ିଶାର ଭିତ୍ତିଭୂମି ବିକାଶକୁ ସର୍ବାଧୂକ ଗୁରୁତ୍ବ ଦିଆଯାଉଛି । ଏହି ବୈକଳ୍ପିକ ରାଜପଥ ନିର୍ମାଣ ହେଲେ ଏହା ଏହା ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ଜୀବନଶୈଳୀରେ ବ୍ୟାପକ ସୁଧାର ଆଣିବ ।