ସରକାର ଘୋଷଣା କେଲେ ଖରା ଛୁଟି...

Apr 24, 2026 - 16:41
 16
ସରକାର ଘୋଷଣା କେଲେ ଖରା ଛୁଟି...

ଓଡ଼ିଶାରେ ଏପ୍ରିଲ ୨୭ ତାରିଖରୁ ସମସ୍ତ ସ୍କୁଲ ବନ୍ଦ ରହିବ। 

ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି।

ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। 

ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। 

ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା ଓ ଅନ୍ୟାନ୍ୟ କାର୍ଯ୍ୟ ପୂର୍ବପରି କାମ ଜାରି ରହିବ।