ସାଧାରଣତନ୍ତ୍ର ଦିବସ ୨୦୨୬ ଅବସରରେ ବିଧାନସଭା ପରିସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି,

ପାଖରେ ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଏବଂ ମୁଖ୍ୟ ନିରାପତ୍ତା ଅଧିକାରୀ ଶ୍ରୀ ଗୋପାଳକୃଷ୍ଣ ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ l