ସାମାନ୍ୟ ଅଦଳବଦଳ ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ...

Dec 9, 2025 - 21:56
 5
ସାମାନ୍ୟ ଅଦଳବଦଳ ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା

ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା

ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା