ସି.ପି. ରାଧାକୃଷ୍ଣନ ଦେଶର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି

Sep 9, 2025 - 21:55
 8
ସି.ପି. ରାଧାକୃଷ୍ଣନ ଦେଶର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି

ଜାତୀୟ ଗଣତାନ୍ତ୍ରିକ ମେଣ୍ଟ NDA ପ୍ରାର୍ଥୀ ସି.ପି. ରାଧାକୃଷ୍ଣନ ଦେଶର ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି |

ମଙ୍ଗଳବାର ଅନୁଷ୍ଠିତ ମତଦାନରେ ସେ INDIA ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ପରାଜିତ କରି ବିଜୟୀ ହୋଇଛନ୍ତି।

ମତଦାନରେ ମୋଟ ୭୬୯ ସାଂସଦ ଭୋଟ ଦେଇଥିଲେ

୯୮.୨ ପ୍ରତିଶତ ମତଦାନ ହୋଇଥିଲା

ରାଧାକୃଷ୍ଣନଙ୍କୁ ୪୫୨ ଭୋଟ ମିଳିଥିବାବେଳେ ସୁଦର୍ଶନଙ୍କୁ ୩୦୦ ଭୋଟ ମିଳିଥିଲା 

ରାଜ୍ୟସଭା ମହାସଚିବ ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି।