ସୁଭଦ୍ରା ଯୋଜନାରେ ସାମିଲ ପାଇଁ ହେବ ବିଭାଗୀୟ ସମୀକ୍ଷା ବୈଠକ
ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା
୩ ବିଭାଗର ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ
ପରିବହନ, ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗର ତଥ୍ୟସବୁକୁ ସାମିଲ କରାଯିବ
ବାଣିଜ୍ୟ ଓ ପରିବହନ ବିଭାଗକୁ ୪ ଚକିଆ ତଥ୍ୟ ମଗାଯାଇଛି,
ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ସ୍ୱାସ୍ଥ୍ୟ ବିଭାଗକୁ କୁହାଯାଇଛି
ଧାନ ବିକ୍ରି ତଥ୍ୟ ଖାଦ୍ୟ ଓ ଯୋଗାଣ ବିଭାଗକୁ ମଗାଯାଇଛି
୩ ବିଭାଗ ରିପୋର୍ଟ ଆଧାରରେ ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ ଆହୁତ ହେବ
ବାଦ୍ ହିତାଧିକାରୀଙ୍କୁ ଯୋଡ଼ିବା ନେଇ ହେବ ସହଜ ଓ ସରଳ ବ୍ୟବସ୍ଥା