୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥୂରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

Sep 10, 2025 - 07:36
 13
୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥୂରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥୂରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥୂରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଗୋଟିଏ ଏକ୍ସ ପୋଷ୍ଟରେ ସେ ଲେଖୁଛନ୍ତି:

ଜୀବନ “୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥୂରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ । ତାଙ୍କ ବନ ସବୁବେଳେ ସମାଜ ସେବା ଏବଂ ଗରିବ ଓ ବଞ୍ଚିତଙ୍କ ସଶକ୍ତିକରଣ ପାଇଁ ସମର୍ପିତ ରହିଛି। ସେ ଜଣେ ଅସାଧାରଣ ଉପରାଷ୍ଟ୍ରପତି ହେବେ, ଯିଏ ଆମର ସାମ୍ବିଧାନିକ ମୂଲ୍ୟବୋଧକୁ ମଜବୁତ କରିବେ ଏବଂ ସଂସଦୀୟ ବିତର୍କକୁ ବୃଦ୍ଧି କରିବେ ବୋଲି ମୋର ଦୃଢ଼ ବିଶ୍ବାସ ରହିଛି ।