୩୮ ତମ କ୍ୟାବିନେଟ୍ ବୈଠକ...

Apr 11, 2026 - 13:14
 10
୩୮ ତମ କ୍ୟାବିନେଟ୍ ବୈଠକ...

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୮ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l  

ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l 

ବୈଠକରେ ୫ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l