୩୯ ତମ କ୍ୟାବିନେଟ୍ ବୈଠକ...

Apr 23, 2026 - 09:53
 22
୩୯ ତମ କ୍ୟାବିନେଟ୍ ବୈଠକ...

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୯ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l 

ବୈଠକରେ ୮ ଟି ବିଭାଗର ୮ ଟି ପ୍ରସ୍ତାବ ଆଲୋଚନା ହୋଇଥିଲା 

????ଶିଳ୍ପ, 

????ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, 

S????ଗୃହ ନିର୍ମାଣ ଓ ନଗର ଉନ୍ନୟନ, 

????ପୂର୍ତ୍ତ(ନିର୍ମାଣ), 

????ବାଣିଜ୍ୟ ଓ ପରିବହନ, 

????ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, 

????ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଏବଂ 

????ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ପ୍ରତ୍ୟେକ ବିଭାଗରୁ ୧ଟି ଲେଖାଏଁ ପ୍ରସ୍ତାବ ଆଗତ ପୂର୍ବକ ସମସ୍ତ ପ୍ରସ୍ତାବଗୁଡିକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି l